Millions of books in English, Spanish and other languages. Free UK delivery 

menu

0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional
portada Sanja Sakale: Odia only (in Oriya)
Type
Physical Book
Language
Oriya
Pages
152
Format
Paperback
Dimensions
21.6 x 14.0 x 0.9 cm
Weight
0.20 kg.
ISBN13
9781645600947

Sanja Sakale: Odia only (in Oriya)

Mishra, Sukant (Author) · Black Eagle Books · Paperback

Sanja Sakale: Odia only (in Oriya) - Mishra, Sukant

Physical Book

£ 15.60

  • Condition: New
Origin: U.S.A. (Import costs included in the price)
It will be shipped from our warehouse between Friday, July 05 and Wednesday, July 17.
You will receive it anywhere in United Kingdom between 1 and 3 business days after shipment.

Synopsis "Sanja Sakale: Odia only (in Oriya)"

ଏକ ଶତ (୧୦୦) ଟି ଓଡ଼ିଆ ଫିଲ୍ମ ଭକ୍ତି ସଙ୍ଗୀତ ସଂଗୃହୀତ ହୋଇ ଏହି ସଙ୍କଳନରେ ଉପସ୍ଥାପିତ କରାଯାଇଛି । ଏଥିରୁ ଗୋଟିଏ ଦୁଇଟିକୁ ବାଦ ଦେଲେ, ବାକି ସମସ୍ତ ଭକ୍ତି ସଙ୍ଗୀତ ୧୯୬୧ ରୁ ୧୯୯୦ ମଧ୍ୟରେ ନିର୍ମିତ ଓଡ଼ିଆ ଚଳଚ୍ଚିତ୍ର ମାନଙ୍କରୁ ଉଦ୍ଧୃତ ହୋଇଛି । ୧୯୬୧ ରୁ ୧୯୯୦ - ଏହି ୩୦ ବର୍ଷ ଓଡ଼ିଆ ଚଳଚ୍ଚିତ୍ର ପାଇଁ ଏକ୍ଟକ୍ଷୟରଦ୍ଭ ଋକ୍ସବ ବା ସୁବର୍ଣ୍ଣ ଯୁଗ ଥିଲା କହିଲେ ଅତ୍ୟୁକ୍ତି ହେବ ନାହିଁ । ଏହି ସମୟ ସୀମାରେ - କାହାଣୀ, ଅଭିନୟ, ନିର୍ଦ୍ଦେଶନା ଓ ସଙ୍ଗୀତ - ପ୍ରତିଟି ବିଭାଗରେ ଓଡ଼ିଆ ଚଳଚ୍ଚିତ୍ର ପରାକାଷ୍ଠାର ଚରମ ସୋପାନରେ ଉତ୍ତୀର୍ଣ୍ଣ ହୋଇଥିଲା । ତେଣୁ କହିବା ବାହୁଲ୍ୟ ଯେ ଏହି ଚଳଚ୍ଚିତ୍ର ମାନଙ୍କର ଭକ୍ତି ସଙ୍ଗୀତ ମଧ୍ୟ ଖୁବ ହୃଦୟସ୍ପର୍ଶୀ ହୋଇଥିଲା । ପରିବେଷଣ ଶୈଳୀ ଅନୁସାରେ ଚଳଚ୍ଚିତ୍ର ଭକ୍ତି ସଙ୍ଗୀତ ଗୁଡିକ ମୁଖ୍ୟତଃ ତିନିଟି ଶ୍ରେଣୀରେ ବିଭକ୍ତ କରା ଯାଇପାରେ । ପ୍ରଥମ ଶ୍ରେଣୀରେ ଅନ୍ତର୍ଭୁକ୍ତ ହେଉଛନ୍ତି ସେହି ଭକ୍ତିଗୀତ ଯାହାର ରଚନା ଓ ସ୍ୱର ପରିବେଷଣ ଉଭୟ ପାରମ୍ପରିକ ଶୈଳୀରେ ହୋଇଛି - ଯଥା - ଭଜୁ କିନା ରାମ ନାମ (କନକଲତା - ୧୯୭୪), ବାଧିଲା ଜାଣି କ୍ଷମା (ମୁକ୍ତି - ୧୯୭୭) । ଦ୍ୱିତୀୟ ଶ୍ରେଣୀରେ ଗୃହୀତ ହୋଇଥିବା ଭକ୍ତି ଗୀତ ଗୁଡିକର ରଚନା ପାରମ୍ପରିକ, କିନ୍ତୁ ସ୍ୱର ନୂତନ ଶୈଳୀରେ ପ୍ରସ୍ତୁତ ହୋଇଛି - ଉଦାହରଣ ସ୍ୱରୂପ ବିଶ୍ୱ ଜୀବନ ହେ (ଅସ୍ତରାଗ - ୧୯୮୨), ଆହେ ଦୟାମୟ ବିଶ୍ୱ ବିହାରୀ (ବଳିଦାନ - ୧୯୭୮) । କିଛି ପାରମ୍ପରିକ ଗୀĝ

Customers reviews

More customer reviews
  • 0% (0)
  • 0% (0)
  • 0% (0)
  • 0% (0)
  • 0% (0)

Frequently Asked Questions about the Book

All books in our catalog are Original.
The book is written in Oriya .
The binding of this edition is Paperback.

Questions and Answers about the Book

Do you have a question about the book? Login to be able to add your own question.

Opinions about Bookdelivery

More customer reviews